ଏମାର ମଠରୁ ମଙ୍ଗଳଗିରି ପ୍ରଭା ଗାଏବ

add-all

ପୁରୀ: ପୁରୀ ଏମାର ମଠରୁ ଗାଏବ ହୋଇଯାଇଛି ମଙ୍ଗଳଗିରି ପ୍ରଭା। ଗତକାଲି ରାମାନୁଜାଚାର୍ଯ୍ୟଙ୍କ ଜୟନ୍ତୀରେ ଏହି ଘଟଣା ସାମ୍ନାକୁ ଆସିଛି। ରାମାନୁଜଙ୍କ ମୂର୍ତ୍ତି ଉପରେ ଥିବା ଏହି ମୂଲ୍ୟବାନ ପ୍ରଭା ଦେଖିବାକୁ ମିଳିନଥିଲା। ତେବେ ସେ ପ୍ରଭା ସୁନା କି ପିତ୍ତଳ ତାହା ସ୍ପଷ୍ଟ ହୋଇନାହିଁ। ଏହି ପ୍ରଭାକୁ ନେଇ ଦେବୋତ୍ତର ବିଭାଗ ଅଧିକାରୀ କେଉଁଠି ରଖିଛନ୍ତି ନା ମଠ ଟ୍ରଷ୍ଟବୋର୍ଡ ନିକଟରେ ରହିଛି ତାହା ସ୍ପଷ୍ଟ ହୋଇନାହିଁ।

ad-week
Leave A Reply

Your email address will not be published.