ଦଳ ବିରୋଧୀ କାର୍ଯ୍ୟ ଯୋଗୁଁ ୪ ନିଲମ୍ବିତ

add-all


ଫୁଲବାଣୀ : ଦଳ ବିରୋଧୀ କାର୍ଯ୍ୟ ଓ ଦଳରେ ବିଶୃଙ୍ଖଳା ସୃଷ୍ଟି କରିବା ଅଭିଯୋଗରେ ବୁଧବାର ଜିଲ୍ଲା ବିଜେଡି ସଭାପତି ସରୋଜ କର୍ଣ୍ଣ କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକର ପୂର୍ବତନ ଅଧ୍ୟକ୍ଷ ପ୍ରକାଶଚନ୍ଦ୍ର ପାତ୍ର, ପୂର୍ବତନ ବ୍ଲକ ଉପ ସଭାପତି ସୁବାସ ଚନ୍ଦ୍ର ପୃଷ୍ଟି, ବିଜେଡି ନେତା ସୁଧାଂଶୁ ପରା ସେଠ, ବିଶ୍ବମ୍ବର ନାୟକ ପ୍ରମୁଖ ଚାରି ଜଣଙ୍କୁ ଦଳ ବିରୋଧୀ କାର୍ଯ୍ୟ କରିବା ଅଭିଯୋଗରେ ନିଲମ୍ବିତ କରିଛନ୍ତି । ବୁଧବାର ସଭାପତି ଶ୍ରୀ କର୍ଣ୍ଣ ପ୍ରେସ ବିବୃତିରେ ଏ ସଂପର୍କରେ ପ୍ରକାଶ କରିଛନ୍ତି।

ad-week
Leave A Reply

Your email address will not be published.