ପୁରୀ ଗସ୍ତରେ 5ଟି ସଚିବ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର କଲେ ଅନୁଧ୍ୟାନ

add-all

ପୁରୀ, : ପୁରୀ ଗସ୍ତରେ 5ଟି ସଚିବ ଭି.କେ ପାଣ୍ଡିଆନ୍। 5ଟି ସଚିବ ପୁରୀରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କରିବା ସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି। ଏହି ଗସ୍ତ ସମୟରେ ପୁରୀ ଜିଲ୍ଲାପାଳ ଉପସ୍ଥିତ ଥିଲେ।

ସୂଚନା ଅନୁଯାୟୀ, ଶନିବାର ସକାଳେ ୫ଟି ସଚିବ ଭି.କେ ପାଣ୍ଡିଆନ୍‌ ପୁରୀ ଗସ୍ତର ଆସିଛନ୍ତି । ଏହି ଗସ୍ତ ଅବସରରେ ସେ ପ୍ରଥମେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଥିଲେ । ଏହାପରେ ବ୍ୟାଟେରୀ ଗାଡିରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ତଦାରଖ କରିଛନ୍ତି । ଏପିରିକି ୩ ଟି ଦ୍ୱାରରେ ଚାଲିଥିବା ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ମଧ୍ୟ ଅନୁଧ୍ୟାନ କରିଛନ୍ତି । ଏହି ଗସ୍ତ ଅବସରରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଓ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।

ad-week
Leave A Reply

Your email address will not be published.