ରାଜଧାନୀରେ ପଳାଶୁଣି ନିକଟ ଜଗନ୍ନାଥ ବିହାରରେ ୩ ବୋମା ମାଡ଼

add-all

ଭୁବନେଶ୍ବର: ରାଜଧାନୀରେ ପଳାଶୁଣି ନିକଟ ଜଗନ୍ନାଥ ବିହାରରେ ବିଳମ୍ବିତ ରାତିରେ ହୋଇଛି ବୋମା ମାଡ଼। କେହି ଦୁର୍ବୃତ୍ତ ୩ଟି ବୋମା ମାଡ଼ କରିଥିବା ସୂଚନା ମିଳିଛି। ତେବେ ବୋମାମାଡ଼ର କାରଣ ଅସ୍ପଷ୍ଟ ଅଛି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ କରୁଛି। ତେବେ ଏଥିରେ କାହାର କିଛି କ୍ଷତି ହୋଇନାହିଁ।ଆପାର୍ଟମେଣ୍ଟ ଦାୟିତ୍ୱରେ ଥିବା ସୁରକ୍ଷା କର୍ମୀଙ୍କ କହିବା ଅନୁସାରେ, ଗତକାଲି ରାତି ପ୍ରାୟ ୧୧ଟା ସମୟରେ ୨ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ବୋମା ମାଡ଼ କରି ଫେରାର ହୋଇଯାଇଥିଲେ।

ଜମିଜମା ବିବାଦକୁ କେନ୍ଦ୍ର କରି ବୋମା ମାଡ଼ ହୋଇଥିବା ସନ୍ଦେହ କରାଯାଉଛି। ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।

ad-week
Leave A Reply

Your email address will not be published.