ଆଜିଠୁ ମାଟ୍ରିକ ଖାତା ମୂଲ୍ୟାୟନ ଆରମ୍ଭ

add-all

ଭୁବନେଶ୍ବର: ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଖାତାଦେଖା ଆଜିଠାରୁ ଆରମ୍ଭ ହୋଇଛି। ରାଜ୍ୟର ୫୮ଟି କେନ୍ଦ୍ରରେ ଖାତାଦେଖା ଚାଲିଥିବା ବେଳେ ଖାତା ମୂଲ୍ୟାୟନ ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକ ନିୟୋଜିତ ହୋଇଛନ୍ତି। ସେହିପରି ୯୦୦ ଜଣ ଉପ ପରୀକ୍ଷକ, ୮୯୧୯ ଜଣ ସହକାରୀ ପରୀକ୍ଷକ ଏବଂ ୯୩୦ ଜଣ ସ୍କ୍ରୁଟିନାଇଜରଙ୍କୁ ନିଯୁକ୍ତି ଦିଆଯାଇଛି।

ଦିନ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଖାତାଦେଖା ହୋଇଛି। ଖାତାଦେଖା ପରେ ଅନଲାଇନରେ ମାର୍କ ଅପଲୋଡିଂ ହେବ। ଏନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

ad-week
Leave A Reply

Your email address will not be published.