ରାଜଧାନୀରେ ମହିଳା ପ୍ରଫେସରଙ୍କୁ ଦୁଷ୍କର୍ମ ଅଭିଯୋଗ

add-all

ଭୁବନେଶ୍ବର: ରାଜଧାନୀରେ ମହିଳା ପ୍ରଫେସରଙ୍କୁ ଦୁଷ୍କର୍ମ ଅଭିଯୋଗ । ଛତିଶଗଡ଼ କବିରନଗର ଥାନାରେ ମହିଳାଙ୍କ ଅଭିଯୋଗ । ମହିଳାଙ୍କ ଅଭିଯୋଗ ପରେ ଖଣ୍ଡଗିରି ପୋଲିସକୁ ଯୋଗାଯୋଗ କରିଛି ଛତିଶଗଡ଼ ପୋଲିସ । ଖଣ୍ଡଗିରି ଅଞ୍ଚଳର ଏକ ଘରୋଇ କଲେଜ ରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିଲେ ଛତିଶଗଡ଼ ମହିଳା ।

ଦୁଷ୍କର୍ମ କରିବା ସହ ବ୍ଲାକମେଲିଂ କରି ମହିଳା ପ୍ରଫେସରଙ୍କୁ ଟଙ୍କା ମାଗୁଥିଲା ଅଭିଯୁକ୍ତ। ଏନେଇ ମହିଳା ପ୍ରଫେସର ଛତିଶଗଡ଼ର କବୀରନଗର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ଛତିଶଗଡ଼ ପୋଲିସର ନିର୍ଦ୍ଦେଶରେ ଖଣ୍ଡଗିରି ଥାନାରେ ମାମଲା ରୁଜୁ ହୋଇଛି। ଜିରୋ FIRରେ ମାମଲା ରୁଜୁ କରି ଖଣ୍ଡଗିରି ପୋଲିସର ତଦନ୍ତ ଆରମ୍ଭ କରିଛି।

ad-week
Leave A Reply

Your email address will not be published.