ଓଡ଼ିଶାର କମାଣ୍ଡୋ ଦେବାଶିଷ ସେଠୀ, ସୁଧୀର କୁମାର ଟୁଡୁଙ୍କୁ ଶୌର୍ଯ୍ୟ ଚକ୍ର

add-all

ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୀରତା ପୁରସ୍କାର ପ୍ରଦାନ କରିଛନ୍ତି। ଓଡ଼ିଶାର କମାଣ୍ଡୋ ଶହୀଦ୍‌ ଦେବାଶିଷ ସେଠୀ ଏବଂ ସୁଧୀର କୁମାର ଟୁଡୁଙ୍କୁ ମରଣୋପରାନ୍ତ ଶୌର୍ଯ୍ୟ ଚକ୍ର ପ୍ରଦାନ କରାଯାଇଛି।

ଓଡ଼ିଶା ପୋଲିସ କମାଣ୍ଡୋ ଦେବଶିଷ ସେଠୀ ଏବଂ ସୁଧୀର କୁମାର ଟୁଡୁଙ୍କୁ ରାଷ୍ଟ୍ରପତି ଭବନରେ ଏହି ସମ୍ମାନରେ ସମ୍ମାନୀତ କରାଯାଇଛି।

ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ ଠାରୁ ଦେବାଶିଷ ସେଠୀଙ୍କ ମାତାପିତା ଛାୟା ସେଠୀ ଏବଂ ସନାତନ ସେଠୀ ଏହି ସମ୍ମାନ ଗ୍ରହଣ କରିଛନ୍ତି । ସୁଧୀର କୁମାର ଟୁଡୁଙ୍କ ମାତା ଜ୍ୱାଲା ଟୁଡୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି।

ad-week
Leave A Reply

Your email address will not be published.