ଜେଲ ଗଲେ ହିନ୍ଦୋଳ ଏସଡିପିଓ

add-all

ଢେଙ୍କାନାଳ: ବିଚାର ବିଭାଗୀୟ ହାଜତକୁ ଗଲେ ହିନ୍ଦୋଳ ଏସଡିପିଓ ମଳୟ ନାୟକ । ଜଣେ ପଥର କ୍ୱାରୀ ଲିଜ୍‌ଧାରୀଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଇ ଗିରଫ ହୋଇଥିବା ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଏସ୍‌ଡିପିଓ ମଳୟ କିଶୋର ନାୟକଙ୍କୁ ଜେଲ୍ ପଠାଇ ଦିଆଯାଇଛି। ଢେଙ୍କାନାଳ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ଜାମିନ ନାମଞ୍ଜୁର ହେବା ପରେ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।

ad-week
Leave A Reply

Your email address will not be published.