ଜିଲ୍ଲା ପ୍ରଶାସନ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ…

add-all

ନବରଙ୍ଗପୁର : ବିଶ୍ୱ ପରିବେଶ ଦିବସ ଅବସରରେ ନବରଙ୍ଗପୁର ଜିଲ୍ଲା ସଦର ମହକୁମା ବସ ଷ୍ଟାଣ୍ଡ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହିତ ପାପଡାହାଣ୍ଡି ବ୍ଲକ୍ ସଦର ମହକୁମା ରାସ୍ତାର ଦୁଇ ପାର୍ଶ୍ଵ ନିଜର ପରିବେଶକୁ ସରସ ସୁନ୍ଦର ଏବଂ ସ୍ୱଚ୍ଛ ରଖିବା ଦିଗରେ ସମସ୍ତେ ସଚେତନତା ପୂର୍ବକ ଯତ୍ନବାନ ହେବା ଉଦ୍ଦେଶ୍ୟରେ ଅନୁଷ୍ଠିତ ଏହି ସଫେଇ କାର୍ଯ୍ୟକ୍ରମ ରେ ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ପୌର ପାଳିକା ଅଧ୍ୟକ୍ଷ କୁନୁ ନାୟକ,

ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର , ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ପ୍ରକଳ୍ପ ନିର୍ଦ୍ଦେଶକ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ରତ୍ନାକର ସାହୁ, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ଅଭିମନ୍ୟୁ ମାଝୀ, ଜିଲ୍ଲା ଜରୁରକାଳୀନ ଅଧିକାରୀ ମୌସୁମୀ ନାୟକ, ଜିଲ୍ଲା ପ୍ରକଳ୍ପ ଅଧିକାରୀ ଜରୁୀକାଳୀନ ହିମାଂଶୁ ଶେଖର ପଟ୍ଟନାୟକ, ଜିଲ୍ଲା ସ୍ୱଚ୍ଛ ପରାମର୍ଶ ଦାତା ଶୁଭଶ୍ରୀ ଜେନା,ଗୋଷ୍ଠୀ ଉନ୍ନୟନ ଅଧିକାରୀ ପାପଡାହାଣ୍ଡି ରଞ୍ଜିତା ମଲ୍ଲିକ, ପାପଡା ହାଣ୍ଡି ବ୍ଲକ ଅଧ୍ୟକ୍ଷା ହେମଲତା majhi ଉପାଧ୍ୟକ୍ଷ ସୁଶାନ୍ତ କୁମାର ବେହେରା , ଖବର ଦାତା, ସ୍ବେଛାସେବୀ ଏବଂ ବରିଷ୍ଠ ନାଗରିକ ପ୍ରମୁଖ ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.