୧୩ରେ ବାଚସ୍ପତି ନିର୍ବାଚନ, ଶୁକ୍ରବାର ହେବ ପ୍ରାର୍ଥିପତ୍ର ଦାଖଲ

add-all

ଭୁବନେଶ୍ୱର: ନୂତନ ମନ୍ତ୍ରିମଣ୍ଡଳ ଗଠନ ପରେ ଏବେ ବାଚସ୍ପତିଙ୍କ ପାଳି। ବରିଷ୍ଠ ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର ବାଚସ୍ପତି ପଦ ଛାଡ଼ିବା ପରେ ଉକ୍ତ ପଦ ଏବେ କାହା ଝୁଲାକୁ ଯିବ ତାହା ଉପରେ ସମସ୍ତଙ୍କ ନଜର। ଏଥିନିମନ୍ତେ ଆସନ୍ତା ୧୩ ତାରିଖରେ ହେବ ବାଚସ୍ପତି ନିର୍ବାଚନ । ବାଚସ୍ପତି ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରାଯିବ ।

ad-week
Leave A Reply

Your email address will not be published.