ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଯୁବକ

add-all

ପୁରୀ: ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ। ଗଭୀର ସମୁଦ୍ରକୁ ଭାସିଯାଇ ଯୁବକ ନିଖୋଜ। ଯୁବକ ଜଣକ ହେଉଛନ୍ତି ପଶ୍ଚିମବଙ୍ଗ ଚବିଶ ପ୍ରଗଣାର ଉଜ୍ବଳ ଦାସ । ଲାଇଫ ଗାର୍ଡଙ୍କ ଦ୍ୱାରା ଏବେବି ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

ରବିବାର ସକାଳେ ଉଜ୍ବଳ ପୁରୀ କାମେଲିଆ ସମ୍ମୁଖ ବେଳାଭୂମିରେ ସ୍ନାନ କରୁଥିବା ସମୟରେ ଭାସି ଯାଇଥିଲେ।ସେଠାରେ ମୃତୟନ ଥିବା ଲାଇଫ ଗାର୍ଡ ମାନେ ଜେଟ୍ ସ୍କି ମାଧ୍ୟମରେ ଗଭୀର ସମୁଦ୍ର ଭିତରକୁ ଯାଇ ଖୋଜାଖୋଜି ଜାରି ରଖିଛନ୍ତି। ତେବେ ଏପର୍ଯ୍ୟନ୍ତ ନିଖୋଜ ହୋଇଥିବା ଉଜ୍ବଳଙ୍କ କୌଣସି ପତ୍ତା ମିଳିନାହିଁ।

ad-week
Leave A Reply

Your email address will not be published.