ବସ୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ

add-all

ଭୁବନେଶ୍ୱର: ମାଲକାନଗିରି ଜିଲା ସୀମାନ୍ତରେ ବସ୍‌ ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଏନେଇ ନବୀନ ଟୁଇଟ୍‌ କରି କହିଛନ୍ତି, ମାଲକାନଗିରି ସୀମାନ୍ତରେ ବସ୍‌ ଦୁର୍ଘଟଣା ଖବର ଅତ୍ୟନ୍ତ ଦୁଃଖଦାୟକ। ଏଥିରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି।

ad-week
Leave A Reply

Your email address will not be published.