ମାହାଙ୍ଗା ଡବଲ ମର୍ଡର ଘଟଣା : ୨୦ସୁଦ୍ଧା ଷ୍ଟାଟସ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ

add-all

ସାଲେପୁର: ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣାରେ ସାଲେପୁର ଜେଏମ୍‌ଏଫସି ପୁଣି ଏକ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ମାସ ୨୦ତାରିଖ ସୁଧା ତଦନ୍ତ ଷ୍ଟାଟସ ରିପୋର୍ଟ ଦାଖଲ ସହ ତଦନ୍ତ କାହିଁକି ବିଳମ୍ବ ହେଉଛି କାରଣ ଦର୍ଶାଇବା ପାଇଁ ତଦନ୍ତକାରୀ ଅଫିସରଙ୍କୁ ଜେଏମଏଫସିଙ୍କ ନୋଟିସ ଜାରି କରିଛନ୍ତି। ଗତ ମେ’ ୪ ତାରିଖରୁ ଏହି ଘଟଣାର ତଦନ୍ତ କାହିଁକି ଶିଥିଳ ପଡିଛି ଏବଂ ତଦନ୍ତ କାହିଁକି ବିଳମ୍ବ ହେଉଛି।

ଅନ୍ୟପଟେ ମାହାଙ୍ଗା ଥାନା ଅଧିକାରୀ ନିହାର ରଞ୍ଜନ ମହାନ୍ତି ଏବେ ଅନ୍ୟତ୍ର ବଦଳି ହୋଇଯିବା ଫଳରେ ଏବେ କେଉଁ ଅଫିସର ଏହି ତଦନ୍ତର ଭାର ନେଇଛନ୍ତି ତାହା ରିପୋର୍ଟ ଦାଖଲ ପରେ ଜଣାପଡିବ।

ad-week
Leave A Reply

Your email address will not be published.