ଦେଉଳି ମଠରୁ ଶ୍ରୀକ୍ଷେତ୍ର ଗଲା ଫଳ ଭାର

add-all

କୋଣାର୍କ: ଦେବସ୍ନାନ ପୂର୍ଣ୍ଣିମାରେ ମହାସ୍ନାନ ପରେ ଚତୁର୍ଦ୍ଧାମୂର୍ତ୍ତି ଜ୍ଵରରେ ପୀଡିତ ହୋଇ ଅଣସରରେ ଅଛନ୍ତି। ସୁସ୍ଥ ପାଇଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଫୁଲୁରି ତେଲ ଲାଗି ହେଉଛି। ସେପଟେ ମହାପ୍ରଭୁଙ୍କ ଏନ୍ତୁଡ଼ିଶାଳ କୁହାଯାଉଥିବା ପୁରୀ ଜିଲ୍ଲା ପ୍ରାଚୀ ନଦୀ ତଟ କାକଟପୁର ଅଞ୍ଚଳର ବିଭିନ୍ନ ମଠ ଓ ଭକ୍ତମାନଙ୍କ ପକ୍ଷରୁ ଶ୍ରୀକ୍ଷେତ୍ରକୁ ଫଳଭାର ପଠାଯାଇଛି।

ad-week
Leave A Reply

Your email address will not be published.