କଂଗ୍ରେସ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବନି : ନରସିଂହ ମିଶ୍ର

add-all

ଭୁବନେଶ୍ବର: ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଓଡ଼ିଶା କଂଗ୍ରେସ ଭୋଟ ଦେବନି କିମ୍ବା ସମର୍ଥନ କରିବନି । ଓଡ଼ିଶା କଂଗ୍ରେସ ଦଳ ବିଧାୟକ ନେତା ନରସିଂହ ମିଶ୍ର ଏକଥା ସ୍ପଷ୍ଟ କରିଛନ୍ତି।

ତେବେ ବ୍ୟକ୍ତି ଯେତେ ଭଲ ହୋଇଥାନ୍ତୁ କିମ୍ବା ଆଚରଣ ବ୍ୟବହାର ତଥା ଉପଲବ୍ଧି ଯାହା ହୋଇଥାଉ ସେ ଯଦି ଆର ଏସ ଏସ କିମ୍ବା ବିଜେପି ଚିନ୍ତା ଧାରାର ଲୋକ ହୋଇଥିଲେ ତାକୁ କଂଗ୍ରେସ କେବେ ସମର୍ଥନ ଦେବ ନାହିଁ ବୋଲି ସେ କହିଛନ୍ତି।

ad-week
Leave A Reply

Your email address will not be published.