ଏଟିଏମ କାଟି ୩୨ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୁତ୍ତ

add-all

ବାଲେଶ୍ୱର : ବାଲେଶ୍ୱରରେ ଏଟିଏମ କାଟି ପ୍ରାୟ ୩୨ ଲକ୍ଷ ଟଙ୍କା ଲୁଟ ହୋଇଥିବା ନେଇ ଶନିବାର ଅଭିଯୋଗ ହୋଇଛି। ଏସବିଆଇ ଏଟିଏମକୁ ଗ୍ୟାସ କଟରରେ କାଟି ଏହି ବଡ ଧରଣର ଲୁଟ୍‍ କରିଛନ୍ତି ଦୁର୍ବୃତ୍ତମାନେ। ସଦର ଥାନା ହଳଦିପଦା ଫାଣ୍ଡି ପଦ୍ମପୁର ହାଟରେ ଥିବା ଏଟିଏମରୁ ଏହି ଲୁଟ ହୋଇଛି। ଲୁଟେରାମାନେ ୩୨ ଲକ୍ଷରୁ ଅଧିକ ଟଙ୍କା ଲୁଟ କରିଛନ୍ତି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।

ଏଟିଏମରେ ଥିବା ସିସିଟିଭିରେ କଏଦ ହୋଇଥିବା ୩ ଲୁଟେରାଙ୍କୁ ଧରିବା ପାଇଁ ପୁଲିସ ତଦନ୍ତ ଆରମ୍ଭ କରିଛି।

ad-week
Leave A Reply

Your email address will not be published.