ପୋଲିସ-ଛାତ୍ର କଂଗ୍ରେସ ଧସ୍ତାଧସ୍ତି, ବିଧାନସଭା ଭିତରକୁ ଧସେଇ ପଶିବାକୁ ଉଦ୍ୟମ

add-all

ଭୁବନେଶ୍ବର: ବିଧାନସଭା ଅଧୀବେଶନ ଚାଲିଥିବା ବେଳେ ପୋଲିସ-ଛାତ୍ର କଂଗ୍ରେସ ମଧ୍ୟରେ ସୋମବାର ଧସ୍ତାଧସ୍ତି ହୋଇଛି। ବିଜେପି କଲେଜ ଛାତ୍ରୀ ମୃତ୍ୟୁ ଘଟଣା ପ୍ରତିବାଦରେ ଛାତ୍ର କଂଗ୍ରେସ ବିଧାନସଭା ଭିତରକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲା। ଧସେଇ ପଶିବାକୁ ଉଦ୍ୟମ ବେଳେ ପୋଲିସ ଅଟକାଇବାକୁ ଯାଇ ଉଭୟଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି।

ସୂଚନାଯୋଗ୍ୟ ଯେ, ବିଜେବି କଲେଜର ଛାତ୍ରୀ ରୁଚିକା ମହାନ୍ତି ଶନିବାର ଆତ୍ମହତ୍ୟା କରିଥିଲେ। ରାଙ୍ଗି ପାଇଁ ସେ ଆତ୍ମହତ୍ୟା କରିଥିବା ସୁଇସାଇଡ ନୋଟରୁ ଜଣାପଡିଥିଲା।

ad-week
Leave A Reply

Your email address will not be published.