ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦାବିରେ ଏବିଭିପିର ବିକ୍ଷୋଭ ପ୍ରଦର୍ଶନ

add-all

ଫୁଲବାଣୀ:-ବହୁ ଚର୍ଚିତ ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ରାଗିଂ ଯୋଗୁଁ ଆତ୍ମହତ୍ୟା ଘଟଣାରେ ରୁଚିକାଙ୍କୁ ନ୍ୟାୟ ଏବଂ ଦୋଷୀଙ୍କ ବିରୁଦ୍ଧରେ କଡା କାର୍ଯ୍ୟନୁଷ୍ଠାନ ଦାବିରେ ଆଜି କନ୍ଧମାଳ ଜିଲ୍ଲା ଏବିଭିପି ତରଫରୁ ଟିକାବାଲି କଲେଜ ଏବଂ ଫୁଲବାଣୀ ମହିଳା ମହାବିଦ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି l ଏଥିରେ ଜିଲ୍ଲା ପ୍ରମୁଖ ଶିବାଶିଷ ପଣ୍ଡା, ଜିଲ୍ଲା ସଂଯୋଜକ ରୁଦ୍ରପ୍ରସାଦ ସେଠି, ଜିଲ୍ଲା ସହ- ସଂଯୋଜିକା ରାଜ ନନ୍ଦିନୀ ସାହାଣୀ,ଅମିତ ବେହେରା,ରଜତ ବେହେରା,ଜ୍ୟୋତି କହଁରଙ୍କ ସମେତ ବହୁ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ l

ad-week
Leave A Reply

Your email address will not be published.