ଅମରନାଥ ଗୁମ୍ଫା ନିକଟରେ ବାଦଲ ଫଟା ବର୍ଷା: ୫ ମୃତ, ଅନେକ ନିଖୋଜ

add-all

ନୂଆଦିଲ୍ଲୀ: ପବିତ୍ର ଅମରନାଥ ଗୁମ୍ଫା ନିକଟରେ ଶୁକ୍ରବାର ହୋଇଛି ବାଦଲ ଫଟା ବର୍ଷା। ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଆହୁରି ଅନେକ ଲୋକ ନିଖୋଜ ହୋଇଯାଇଥିବା ଜଣାପଡ଼ିଛି। କିଛି ତୀର୍ଥଯାତ୍ରୀ ଶିବିର ଭାସିଯାଇଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି।
୪୩ ଦିନିଆ ବାର୍ଷିକ ଅମରନାଥ ଯାତ୍ରା ଚଳିତ ବର୍ଷ ଜୁନ୍ ୩୦ ତାରିଖରୁ ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ଏକ ଲକ୍ଷ ଶ୍ରଦ୍ଧାଳୁ ଅନରନାଥ ଗୁମ୍ପାରେ ପ୍ରାର୍ଥନା କରି ସାରିଛନ୍ତି।

ad-week
Leave A Reply

Your email address will not be published.