ମଧ୍ୟାହ୍ନ ଭୋଜନ ଚାଉଳ ହଡ଼ପକରି ପ୍ରଧାନ ଶିକ୍ଷକ ନିଲମ୍ବିତ

add-all

ଦଶରଥପୁର: ମଧ୍ୟାହ୍ନ ଭୋଜନ ଚାଉଳ ହଡ଼ପ କରି ପ୍ରଧାନ ଶିକ୍ଷକ ନିଲମ୍ବିତ। ଏଭଳି ଘଟଣା ଘଟିଛି ଯାଜପୁର ଜିଲା ଦଶରଥପୁର ବ୍ଲକରେ। କୁଅଁରପୁର ନୋଡାଲ ସ୍କୁଲର ପ୍ରଧାନ ଶିକ୍ଷକ ସଞ୍ଜୟ ନାୟକଙ୍କୁ ନିଲମ୍ବିତ କରାଯାଇଛି। ଦଶରଥପୁର ବ୍ଲକ ମଣ୍ଡଳ ଶିକ୍ଷା ଅଧିକାରୀ କିଶୋର କୁମାର ମଲ୍ଲିକ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବିତ କରିଛନ୍ତି ।

ad-week
Leave A Reply

Your email address will not be published.