ଅଗଷ୍ଟ ୯ରୁ ୭୫ କି.ମି. ପଦଯାତ୍ରା କରିବ କଂଗ୍ରେସ

add-all

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୫ବର୍ଷ ପୁରୁଥିବାରୁ କଂଗ୍ରେସ ପ୍ରତି ଜିଲାରେ ୭୫ କିଲୋମିଟର ପଦଯାତ୍ରା କରିବ। ଏଆଇସିସି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ଅଗଷ୍ଟ ୯ରୁ ୧୪ ତାରିଖ ପର୍ଯ୍ୟନ୍ତ କଂଗ୍ରେସ ପଦଯାତ୍ରା ମାଧ୍ୟମରେ ଲୋକଙ୍କୁ ସଚେତନ କରିବ। ଏହି ପଦଯାତ୍ରାରେ ସ୍ଥାନୀୟ ବିଧାୟକ, ବରିଷ୍ଠ ନେତା, ଏମ୍‌ପି ପ୍ରାର୍ଥୀ, ବ୍ଲକ ଅଧ୍ୟକ୍ଷଙ୍କ ସମେତ ବରିଷ୍ଠ ନେତା ଯୋଗଦେବେ। ଏନେଇ ପିସିସି ସଭାପତି ଶରତ ପଟ୍ଟନାୟକ ସୂଚନା ଦେଇଛନ୍ତି ।

ad-week
Leave A Reply

Your email address will not be published.