ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

add-all

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ତେବେ ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯,୧୪୧ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ହେଲେ ଭୁବନେଶ୍ୱରର ୪୦ ବର୍ଷିୟା ମହିଳା। ଅନ୍ୟପଟେ, ରାଜ୍ୟରେ ୮୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ad-week
Leave A Reply

Your email address will not be published.