ଦେଶରେ କାରୋନା ସଂକ୍ରମଣ ବୃଦ୍ଧି: ସତର୍କ କଲା କେନ୍ଦ୍ର

add-all

ନୂଆଦିଲ୍ଲୀ: ଦେଶରେ କାରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ତେବେ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ୭ଟି ରାଜ୍ୟକୁ ଚିଠି ଲେଖିଛନ୍ତି। ସେହି ରାଜ୍ୟ ଗୁଡିକ ହେଲା ଓଡ଼ିଶା, ଦିଲ୍ଲୀ, କେରଳ, ମହାରାଷ୍ଟ୍ର, କର୍ନାଟକ, ତାମିଲନାଡୁ, ତେଲେଙ୍ଗାନା। ଏହି ରାଜ୍ୟର ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତିି କେନ୍ଦ୍ର ସ୍ବାସ୍ଥ୍ୟ ସଚିବ।

କାରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ତୁରନ୍ତ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଲୋକସଂଖ୍ୟା ତୁଳନାରେ ଟିକାକରଣ ହାର ବଢାଇବାକୁ ସେ କହିଛନ୍ତି।

ad-week
Leave A Reply

Your email address will not be published.