ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ଅମିତ ଶାହା

add-all

ଭୁବନେଶ୍ୱର: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ସୋମବାର ସେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି। ସେ ମନ୍ଦିର ଭିତରେ ପ୍ରାୟ ୨୦ ମିନିଟ୍‌ ଧରି ପୂଜାର୍ଚ୍ଚନା କରିଥିଲେ। ତାଙ୍କ ସହ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଏମ୍‌ପି ଅପରାଜିତା ଷଡଙ୍ଗୀ ମଧ୍ୟ ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.