ମଙ୍ଗଳବାରଠୁ କଂଗ୍ରେସର ପଦଯାତ୍ରା

add-all

ଭୁବନେଶ୍ୱର: ଦେଶ ସ୍ବାଧୀନତାର ୭୫ବର୍ଷ ପୂରୁଥିବାରୁ ମଙ୍ଗଳବାରଠାରୁ କଂଗ୍ରେସ ପ୍ରତି ଜିଲାରେ ୭୫ କିଲୋମିଟର ପଦଯାତ୍ରା କରିବ। ଏହି ପଦଯାତ୍ରା ମାଧ୍ୟମରେ ଲୋକଙ୍କୁ ସଚେତନ କରିବ ବୋଲି ଜଣାପଡିଛି। ଭୁବନେଶ୍ବର ପଟିଆରୁ ପିସିସି ସଭାପତି ଶରତ ପଟ୍ଟନାୟକ ଏହି ପଦଯାତ୍ରାର ଶୁଭାରମ୍ଭ କରିବେ। ତେବେ ପଦଯାତ୍ରାରେ ସ୍ଥାନୀୟ ବିଧାୟକ, ବରିଷ୍ଠ ନେତା, ଏମ୍‌ପି ପ୍ରାର୍ଥୀ, ବ୍ଲକ ଅଧ୍ୟକ୍ଷଙ୍କ ସମେତ ବରିଷ୍ଠ ନେତା ଯୋଗଦେବେ।

ad-week
Leave A Reply

Your email address will not be published.