ବିଶ୍ୱ ବନ୍ୟପ୍ରାଣୀ ସପ୍ତାହ ଅବସରରେ ବିଭିନ୍ନ ବିଦ୍ୟାଳୟରେ ଚିତ୍ରାଙ୍କନ ପ୍ରତିଯୋଗିତା

add-all

ଚିତ୍ରକୋଣ୍ଡା (୧୪/୦୮) : ମାଲକାନଗିରି ଜିଲା ବନଖଣ୍ଡ ଅଧୀନ ଚିତ୍ରକୋଣ୍ଡା ବନାଞ୍ଚଳ ଆନୁକୂଲ୍ୟରେ ୬୮ ତମ ବିଶ୍ୱ ବନ୍ୟ ପ୍ରାଣୀ ସପ୍ତାହ ଉପଲକ୍ଷେ ୭୫ ତମ ସ୍ୱାଧୀନତାର ପୂର୍ତ୍ତି ଆଜାଦି କା ଅମୃତ ମହୋତ୍ସବ ଅବସରରେ ଚିତ୍ରକୋଣ୍ଡା ବନାଞ୍ଚଳ ଅଧିକାରୀ ବଳରାମ ନାୟକ ଙ୍କ ନେତୃତ୍ୱରେ ଏବଂ ଚିତ୍ରକୋଣ୍ଡା ବନପାଳ ମୃତୁଞ୍ଜୟ ସେଠୀଙ୍କ ପରିଚାଳନାରେ ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଭୁକ୍ତ ବିଭିର୍ଣ୍ଣ ବିଦ୍ୟାଳୟ ଯଥା ଚିତ୍ରକୋଣ୍ଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବଡ଼ପଡ଼ା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଭଳି ସ୍ୱାଭିମାନ ଅଞ୍ଚଳର ବହୁ ବିଦ୍ୟାଳୟ ରେ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଅଛି l କୃତ୍ତି ଉତ୍ତୀର୍ଣ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା l ଉକ୍ତ କାର୍ଯ୍ୟକ୍ରମ ରେ ସମସ୍ତ ବନପାଳ, ଗାର୍ଡ ସହଯୋଗ କରିଥିଲେ l

ad-week
Leave A Reply

Your email address will not be published.