ସମ୍ ହସ୍ପିଟାଲ୍ ପରିସରରେ ପ୍ରଦର୍ଶିତ ହେଲା ଅହିଂସା ରଥ

add-all

ଭୁବନେଶ୍ୱର: ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ମହାତ୍ମାଗାନ୍ଧୀଙ୍କ ବାର୍ତ୍ତା ସହ ବହୁ ସ୍ୱାଧୀନତା ସଂଗ୍ରାମୀମାନଙ୍କ ମହାନ ଅବଦାନ ସମ୍ପର୍କରେ ସୂଚନା ପ୍ରଦାନ କରୁଥିବା ତଥା ସାରା ରାଜ୍ୟରେ ପରିକ୍ରମା କରିବାକୁ ଥିବା ଭ୍ରାମ୍ୟମାଣ ଓ ଭିଡିଓ ରଥ ‘ଅହିଂସା ରଥ’ର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଥିବା ବେଳେ ଏହି ରଥଟି ସୋଆ ପରିଚାଳିତ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପରିସରରେ ମଧ୍ୟ ପହଂଚିଥିଲା।

ଛାତ୍ରଛାତ୍ରୀ, ଡାକ୍ତର, ନର୍ସ ଏବଂ ହସ୍ପିଟାଲ୍‌ର କର୍ମକର୍ତାଙ୍କ ସମେତ ଏଠାକୁ ଆସିଥିବା ରୋଗୀ ଏବଂ ତାଙ୍କ ସମ୍ପର୍କୀୟମାନେ ମଧ୍ୟ ଏହି ଭିଡିଓକୁ ଦେଖିଥିଲେ।

ad-week
Leave A Reply

Your email address will not be published.