ସୋନାଲୀଙ୍କ ମତ୍ୟୁ ମାମଲାରେ କ୍ଲବ ମାଲିକ ଗିରଫ

add-all

ପଣଜୀ: ହରିଆଣାର ଭାଜପା ନେତ୍ରୀ ତଥା ଟିକ୍‌ଟକ୍‌ ଷ୍ଟାର ସୋନାଲୀ ଫୋଗାଟଙ୍କ ମୃତ୍ୟୁ ମାମଲାରେ ଗୋଆ ପୋଲିିସ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଶନିବାର ପୋଲିସ ଗୋଆର କର୍ଲିସ୍‌ କ୍ଲବର ମାଲିକଙ୍କୁ ଗିରଫ କରିଛି। ଏଥିସହ ପୋଲିସ ଶୌଚାଳୟରୁ ଡ୍ରଗ୍ସ ଉଦ୍ଧାର କରିଥିବା ଜଣାପଡ଼ିଛି। ଏହି ମାମଲାରେ ପୋଲିସ ଏପର୍ଯ୍ୟନ୍ତ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିସାରିଛି।

ଫୋଗାଟଙ୍କ ପିଏ ସୁଧୀର ସାଙ୍ଗଓ୍ବାନ, ସୁଖବିନ୍ଦର ସିଂହ, କର୍ଲି କ୍ଲବର ମାଲିକ ଏବଂ ଜଣେ ଡ୍ରଗ୍ସ ବ୍ୟବସାୟୀଙ୍କୁ ମଧ୍ୟ ପୋଲିସ ଗିରଫ କରିସାରିଛି।

ad-week
Leave A Reply

Your email address will not be published.