ପୁଣି ଜଣେ ଛାତ୍ରଙ୍କ ଆତ୍ମହତ୍ୟା

add-all

ଭୁବନେଶ୍ବର: ରାଜଧାନୀରେ ପୁଣି ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କଲା ପୁଲିସ। ଲିଙ୍ଗରାଜ ଥାନା ଅଞ୍ଚଳରେ ବନ୍ଦ ଘରୁ ଘର ଭିତରୁ ଜଣେ ଛାତ୍ରଙ୍କ ମୃତ୍ୟଦେହ ପୁଲିସ ଉଦ୍ଧାର କଲା। ମୃତକ ଛାତ୍ର ଜଗତସିଂହପୁର ତିର୍ତ୍ତୋଲ ଅଞ୍ଚଳର ଏବଂ ଏଠାରେ ରହି ସେ ଇଞ୍ଜିନିୟରିଂ ପଢୁଥିଲେ ବୋଲି ଜଣାପଡ଼ିଛି। ଏହି ଅଞ୍ଚଳରେ ମାତ୍ର ୨୦ଦିନ ହେଲା ଭଡ଼ାରେ ରହୁଥିଲେ। ତାଙ୍କର ମୃତ୍ୟୁ ରହସ୍ୟ ଘେରରେ ରହିଥିବା ସୂଚନା ମିଳିଛି।

ad-week
Leave A Reply

Your email address will not be published.