୧୮ ଦିନରେ ୧୩ ଶିଶୁଙ୍କ ମୃତ୍ୟୁ ଘଟଣା; ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ

add-all

ଭୁବନେଶ୍ୱର ୧୮/୦୯: କେନ୍ଦୁଝରରେ ଶିଶୁ ମୃତ୍ୟୁ ମାମଲାରେ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ତଦନ୍ତ ନିର୍ଦ୍ଦେଶ। ସ୍ୱାସ୍ଥ୍ୟ ମନ୍ତ୍ରୀ  ପ୍ରତିକ୍ରିୟା ଦେଇ କହିଛନ୍ତି  ଶିଶୁମାନଙ୍କର  ଓଜନ କମ ଥିବାରୁ ମୃତ୍ୟୁ ହୋଇଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ତେବେ ଏନେଇ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ କହିଛନ୍ତି।

ad-week
Leave A Reply

Your email address will not be published.