୨୨ରେ କ୍ୟାବିନେଟ୍‍ ବୈଠକ, ୪ଟି ବିଭାଗର ପ୍ରସ୍ତାବକୁ ମିଳିପାରେ ମଞ୍ଜୁରୀ

youtube

ଭୁବନେଶ୍ବର: ଆସନ୍ତା ସେପ୍ଟେମ୍ବର ୨୨ ତାରିଖରେ ରାଜ୍ୟ କ୍ୟାବିନେଟ୍‍ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ସାଢ଼େ ୫ଟାରେ ରାଜ୍ୟ କ୍ୟାବିନେଟ୍‍ ବୈଠକ ବସିବ। ବୈଠକରେ ପଂଚାୟତିରାଜ, ପାନୀୟଜଳ, ଯୋଗାଣ ଓ ସମବାୟ ଆଦି ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ ବୋଲି ସୂଚନା ମିଳିଛି।

Leave A Reply

Your email address will not be published.