ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ

youtube

ପୁରୀ ୨୭।୦୯ : ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ। ନୀତି ସବ କମିଟି ଓ ଛତିଶା ନିଯୋଗରେ ହୋଇଥିବା କାର୍ତ୍ତିକ ମାସ ନୀତି ନିର୍ଘଣ୍ଟକୁ ମୋହର ମାରିଲା ପରିଚାଳନା କମିଟି । ମହାପ୍ରଭୁଙ୍କ ଜମି ବିକ୍ରିର ଡିଜିଟାଇଜେସନ ହେବ। ଆଦର୍ଶ ଗୁରୁକୂଳକୁ ଜମି ଲିଜରେ ଦିଆଯିବ।

ସେହିପରି ସେବକ ବାସଗୃହ ଯୋଜନା ଅଗ୍ରଗତିର ସମୀକ୍ଷା ହୋଇଛି । ହରଚଣ୍ଡି ସାହି ମୌଜାରେ ବାଉଣ୍ଡରି ୱାଲ ପାଇଁ ଟେଣ୍ଡର ହେବ। ତେବେ ଆଜିର ବୈଠକରେ ରତ୍ନଭଣ୍ଡାର ପ୍ରସଙ୍ଗ ନେଇ କୈାଣସି ଆଲୋଚନା ହୋଇନାହିଁ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ।

Leave A Reply

Your email address will not be published.