ପୁରୀ ଜେଲ୍‌ରେ ପୁଣି ଜଣେ କଏଦୀଙ୍କ ଅତ୍ମହତ୍ୟା

youtube

ପୁରୀ, ୨୯/୦୯: ପୁରୀ ଜେଲରେ ପୁଣି ଜଣେ କଏଦୀ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ମୃତକଙ୍କ ନାମ ଶିବପ୍ରସାଦ ଭୋଇ ବୋଲି ଜଣାପଡ଼ିଛି ।‌ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଶିବଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ସୂଚନା ମିଳିଥିବା ବେଳେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି ।

Leave A Reply

Your email address will not be published.