ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ମହାପ୍ରଭୁଙ୍କୁ ଦର୍ଶନ କଲେ 5T ସଚିବ

add-all

ପୁରୀ : ପୁରୀ ଗସ୍ତରେ 5T ସଚିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ 5T ସଚିବ। ରବିବାର ସକାଳୁ 5T ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘାୟୁ ଜୀବନ କାମନା କରିଛନ୍ତି।

5T ସଚିବ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ ସହ ବେଢା ପରିକ୍ରମା, ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ କରିଥିଲେ। ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି।

ad-week
Leave A Reply

Your email address will not be published.