ଅବଦୁଲ କାଲାମ ଦ୍ବୀପରୁ ଅଗ୍ନି ପ୍ରାଇମ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

add-all

ଧାମରା: ଅବଦୁଲ କାଲାମ ଦ୍ବୀପରୁ ଅଗ୍ନି ପ୍ରାଇମ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଭଦ୍ରକ ଜିଲ୍ଲା ଧାମରା ନିକଟସ୍ଥ ଅବଦୁଲ କାଲାମ ଦ୍ବୀପରୁ ଆଜି ସକାଳ ସାଢ଼େ ୯ଟାରେ ଅଗ୍ନି ପ୍ରାଇମି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଭୁପୃଷ୍ଠରୁ ଭୁପୃଷ୍ଠକୁ ନିକ୍ଷେପ କରାଯାଇପାରୁଥିବା ଏହି କ୍ଷେପଣାସ୍ତ୍ରର ଲକ୍ଷଭେଦି କ୍ଷମତା ହେଉଛି ୧ ହଜାରରୁ ୨ ହଜାରକିମି। ଆଜି ଏହି ପରୀକ୍ଷଣ ସମୟରେ ଡିଆରଡିଓର ବହୁ ପଦାଧିକାରୀ ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.