ଛତିଶା ନିଯୋଗ ବୈଠକରେ ରାଷ୍ଟ୍ରପତିଙ୍କ ଶ୍ରୀଜିଉ ଦର୍ଶନ ସମୟ ଧାର୍ଯ୍ୟ

add-all

ପୁରୀ ୦୪/୧୧: ଛତିଶା ନିଯୋଗ ବୈଠକ ଶେଷ।‌ ରାଷ୍ଟ୍ରପତି  ଅପରାହ୍ଣ ୧୨ ଟାରୁ ୧ ଟା ଭିତରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବେ। ପୂର୍ବାହ୍ଣ ୧୦ଟା ୩୦ରୁ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ।

ଶ୍ରୀମନ୍ଦିର ପରିସରରେ ରାଷ୍ଟ୍ରପତି ମହାପ୍ରସାଦ ସେବନ କରିବେ। ଶୃଙ୍ଖଳିତ ଦର୍ଶନ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଛି।

ad-week
Leave A Reply

Your email address will not be published.