ପଦ୍ମପୁର ଉପନିର୍ବାଚନ : ଦାୟିତ୍ୱ ବାଣ୍ଟିଲା ବିଜେଡି, ତିନି ବ୍ଲକକୁ ତିନି ମନ୍ତ୍ରୀ

add-all

ଭୁବନେଶ୍ୱର ୦୮।୧୧ : ବିଜେଡିର ଉପନିର୍ବାଚନ ରଣନୀତି । ପଦ୍ମପୁର ଉପନିର୍ବାଚନ ପାଇଁ ନେତାଙ୍କୁ ଦାୟିତ୍ବ ବାଣ୍ଟିଲା ବିଜେଡି। ନିର୍ବାଚନ ମଣ୍ଡଳୀ ପରିଚାଳନା ଦାୟିତ୍ବରେ ରହିବେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ।

ତିନି ବ୍ଲକ ଦାୟିତ୍ବରେ ରହିବେ ତିନି ଜଣ ମନ୍ତ୍ରୀ।  ପଦ୍ମପୁର ବ୍ଳକ ଦାୟିତ୍ୱରେ ରହିବେ ମନ୍ତ୍ରୀ ନିରଞ୍ଜନ ପୂଜାରୀ। ପାଇକମାଳ ଦାୟିତ୍ୱରେ ରହିବେ ମନ୍ତ୍ରୀ ନବ ଦାସ। ଝାରବନ୍ଧ ଦାୟିତ୍ୱରେ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ।  ଜୋନ ଦାୟିତ୍ୱରେ ରହିବେ ପଶ୍ଚିମ ଓଡ଼ିଶା ନେତା। ସେହିପରି ମନ୍ତ୍ରୀ ଟୁକୁନି ସାହୁ,ଦେବେଶ ଆଚାର୍ଯ୍ୟ,ସ୍ନେହାଙ୍ଗିନୀ ଛୁରିଆ, ରିତା ସାହୁ,ସରୋଜ ମେହେର ,ପୁଷ୍ପେନ୍ଦ୍ର ସିଂ ଦେଓ  ପ୍ରମୁଖ ଜୋନ ଦାୟିତ୍ଵ ସମ୍ଭାଳିବେ। ଅନ୍ୟ ନେତାଙ୍କୁ ବି ଖୁବ୍ ଶୀଘ୍ର ଦାୟିତ୍ବ ବଣ୍ଟାଯିବ। ସମ୍ପୂର୍ଣ ପ୍ରଚାର ମଙ୍ଗ ସମ୍ଭାଳିବେ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ।

ad-week
Leave A Reply

Your email address will not be published.