ଏବିଭିପି ପକ୍ଷରୁ ଛାତ୍ର ଛାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ ମନ୍ତ୍ରୀଙ୍କ ସହ ଆଲୋଚନା

add-all

ଫୁଲବାଣୀ:- ଆଜି ଏବିଭିପି କନ୍ଧମାଳ ତରଫରୁ ଜିଲ୍ଲା ପ୍ରମୁଖ ଶିବାଶିଷ ପଣ୍ଡାଙ୍କ ନେତୃତ୍ୱ ରେ ମାନ୍ୟବର କେନ୍ଦ୍ର ଆଦିବାସୀ ଓ ଜଳ ସମ୍ପଦ ମନ୍ତ୍ରୀ ମାନ୍ୟବର ବିଶେଶ୍ୱର ଟୁଡୁଙ୍କୁ ସାକ୍ଷାତ କରି ଜିଲ୍ଲାରେ ଥିବା ସରକାରୀ ଆବାସିକ ବିଦ୍ୟାଳୟରେ ବିଦ୍ୟାର୍ଥୀ ମାନଙ୍କ ସୁରକ୍ଷା ଏବଂ ଫୁଲବାଣୀ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରା ବାସରେ ହେଉଥିବା ଅସୁବିଧା ବିଷୟରେ ଆଲୋଚନା କରିବା ସହିତ ଏହାର ସମାଧାନ ପାଇଁ ଉଚିତ ପଦକ୍ଷେପ ନେବାକୁ ଏକ ଦାବୀ ପତ୍ର ଦେଇ ଅନୁରୋଧ କରାଗଲା l ଏଥିରେ କନ୍ଧମାଳ ଏବିଭିପି ର ବହୂ କାର୍ଯ୍ୟକର୍ତ୍ତା ଯୋଗ ଦେଇଥିଲେ l

ad-week
Leave A Reply

Your email address will not be published.