ଭିଣୋଇଙ୍କୁ ଗୋଡେଇ ଗୋଡେଇ ହାଣିଲେ ଶଳା

add-all

ନିମାପଡା: ନିଜ ଭିଣୋଇଙ୍କୁ ଗୋଡେଇ ଗୋଡେଇ ହାଣିଲେ ଶଳା। ପୁରୀ ଜିଲ୍ଲା ଡେଲାଙ୍ଗ ଥାନାରେ ମାମଲା ରୁଜୁ।  ଗୁରୁତର ଅବସ୍ଥାରେ ମେଡିକାଲରେ ଭିଣୋଇଙ୍କୁ ଭର୍ତ୍ତି କରାଯାଇଛି। ସ୍ତ୍ରୀର ପରକ୍ରିୟା ପ୍ରୀତିକୁ ବିରୋଧ କରିବାରୁ ସ୍ୱାମୀ ଙ୍କୁ ଗୋଡେଇ ଗୋଡେଇ ହାଣିଲେ ନିଜ ଶଳା ମାନେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି  ତଦନ୍ତ ଆରମ୍ଭ କରି ଥିବା ବେଳେ ହାଣିଥିବା ଶଳା ମାନେ ଫେରାର ଅଛନ୍ତି।

ad-week
Leave A Reply

Your email address will not be published.