ସିନ୍ଧେକେଲା ଥାନା ଆଇଆଇସି ଆଲୋକ ବେହେରା ନିଲମ୍ବିତ

add-all

ବଲାଙ୍ଗିର: ସିନ୍ଧେକେଲା ଥାନା ଅଧିକାରୀ ନିଲମ୍ବିତ। ଭିଜିଲାନ୍ସ ହାତରେ ଧରାପଡ଼ିଥିବା ସିନ୍ଧେକେଲା ଥାନା ଅଧିକାରୀ ଆଲୋକ ବେହେରାଙ୍କୁ ପୋଲିସ ମହାନିର୍ଦ୍ଦେଶକ ନିଲମ୍ବିତ କରିଛନ୍ତି।

ସୂଚନା ଅନୁସାରେ, ବଲାଙ୍ଗିର ଜିଲ୍ଲା ସିନ୍ଧେକେଲା ଥାନା ଆଇଆଇସି ଆଲୋକ ବେହେରା ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଏକ ମାମଲା ରଫାଦଫା କରିବାକୁ ସେ ୨୫ ହଜାର ଟଙ୍କା ଲାଞ୍ଚ ନେଇ ଗିରଫ ହୋଇଥିଲେ। ଏହି ଲାଞ୍ଚ  ଟଙ୍କା ନେବାବେଳେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିଲା।

ad-week
Leave A Reply

Your email address will not be published.