ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଦ୍ୱିତୀୟ ଅଭ୍ୟାସ ମ୍ୟାଚ: ଭାରତୀୟ ଜୁନିୟର ହକି ଟିମ ୧୧-୨ ଗୋଲରେ ବିଜୟୀ…

add-all

ରାଉରକେଲା : ୨୬ ଡିସେମ୍ବର ୨୦୨୨: ବିଶ୍ୱକପ ପୂର୍ବରୁ ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମଠାରେ ଚାଲିଛି ଅଭ୍ୟାସ ମ୍ୟାଚ। ସୋମବାର ଦିନ ଭାରତୀୟ ଜୁନିୟର ହକି ଟିମ ଏବଂ ଦକ୍ଷିଣ କୋରିଆ ଜୁନିୟର ହକି ଟିମ ସହ ଦ୍ୱିତୀୟ ଅଭ୍ୟାସ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ଏଥିରେ ଭାରତୀୟ ଟିମ୍ ୧୧-୨ ଗୋଲରେ ବିଜୟୀ ହୋଇଥିଲା।

୨୦୨୩ ଜାନୁଆରି ୧୩ରୁ ୨୯ ତାରିଖ ଯାଏଁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଏବଂ ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମଠାରେ ବିଶ୍ୱକପର ବିଭିନ୍ନ ମ୍ୟାଚ ଖେଳାଯିବ।
ବିଶ୍ୱରଂଜନ ହୋତା
ସୁନ୍ଦରଗଡ଼

ad-week
Leave A Reply

Your email address will not be published.