ହିଞ୍ଜିଳିକାଟୁରେ ବିଶ୍ଵକପ୍ ହକି ଟ୍ରଫିକୁ ସମ୍ବର୍ଦ୍ଧନା…

add-all

ହିଞ୍ଜିଳିକାଟୁ ୨୮।୧୨ : ହିଞ୍ଜିଳିକାଟୁ ମିନିଷ୍ଟାଡିୟମ ପୌଇଷରରେ ବିଶ୍ଵକପ୍ ହକି ଟ୍ରଫିକୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଛି । ଏହି କାର୍ଯ୍ୟକ୍ରମରେ ଏଡିଏମ ପ୍ରିୟରଞ୍ଜନ ପୃଷ୍ଟି, ହିଞ୍ଜିଳି ବିଧାୟକ ତଥା ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାପରିଷଦ ପ୍ରତିନିଧୀ ଶରତ ଚନ୍ଦ୍ର ମହାପାତ୍ର ,,ଗ୍ରୀଟ ଅଧ୍ୟକ୍ଷ ପବିତ୍ର ମୋହନ ପାଣିଗ୍ରାହୀ, ହିଞ୍ଜିଳିକାଟୁ ପୌରପରିଷଦ ଅଧ୍ୟକ୍ଷ ସୁବାସ ପଲେଇ, ହିଞ୍ଜିଳିକାଟୁ ପୌରପରିଷଦ ଵିଜେଡି ସଭାପତି ଭୀମସେନ ଵେହେରା, ହିଞ୍ଜିଳିକାଟୁ ବିଜେଡି ଵରିଷ୍ଠ ନେତା ଦେବାନନ୍ଦ ମହାପାତ୍ର, ପ୍ରଦୀପ କୁମାର ପଣ୍ଡା, ବିଜେଡି ସାଧାରଣ ସମ୍ପାଦକ ପ୍ୟାରୀମୋହନ ପାଢି, ଆସିକା ସଂସଦ ଙ୍କ ପ୍ରତିନିଧି ନିଳମଣୀ ପଟ୍ଟନାୟକ, ୬୮ ନଂ ଜିଲ୍ଲାପରିଷଦ ସଭ୍ୟ ଏ ସୁଦର୍ଶନ, ୬୯ ନଂ ଜିଲ୍ଲାପରିଷଦ ସଭ୍ୟା ପ୍ରିତି ସାହୁ, ହିଞ୍ଜିଳିକାଟୁ ତହସିଲଦାର ପ୍ରଭାତ କୁମାର ପରିଡ଼ା, ହିଞ୍ଜିଳିକାଟୁ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁବ୍ରତ କୁମାର ଜେନା, , ହିଞ୍ଜିଳିକାଟୁ ପୌରପରିଷଦ ନିର୍ବାହୀ ଅଧିକାରୀ ଯୂବୁଲି ଚରଣ ବେହେରା ,ମଧ୍ୟ ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.