ଜାନୁଆରୀ ମାସର ସବୁ ଛୁଟି ଦିନରେ ଦର୍ଶକଙ୍କ ପାଇଁ ଖୋଲା ରହିବ ଲୋକସେବା ଭବନ ଉଦ୍ୟାନ

add-all

ଭୁବନେଶ୍ବର: ଜାନୁଆରୀ ୨୦୨୩ରେ ଚତୁର୍ଥ ଶନିବାର ବ୍ୟତୀତ ସବୁ ସରକାରୀ ଛୁଟିରେ ଲୋକସେବା ଭବନ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ। ଚଳିତ ମାସରେ ରବିବାର ଦ୍ୱିତୀୟ ଶନିବାର ଓ ଅନ୍ୟ ଛୁଟିକୁ ମିଶାଇ ମୋଟ ଆଠଟି ଛୁଟିରେ ଅପରାହ୍ନ ୪ ଟାରୁ ୬ ଟା ପର୍ଯ୍ୟନ୍ତ ଜନସାଧାରଣ ଲୋକସେବା ଭବନ ପୁଷ୍ପ ଉଦ୍ୟାନ ବୁଲି ଦେଖି ପାରିବେ।

ଆଜି ନୂଆ ବର୍ଷରେ ଜନସାଧାରଣ ଲୋକସେବା ଭବନ ଉଦ୍ୟାନ ବୁଲି ଦେଖି ପାରିବେ। ଏହି ଉଦ୍ୟାନ ବର୍ତ୍ତମାନ ବିଭିନ୍ନ କିସମର ଫୁଲରେ ସଜେଇ ହୋଇ ଅତ୍ୟନ୍ତ ମନୋରମ ପରିବେଶ ସ୍ରୁଷ୍ଟି କରିଛି।

ad-week
Leave A Reply

Your email address will not be published.