ଜୁନ୍‌ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା…

add-all

ପୁରୀ : ଜୁନ୍‌ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡାନ୍ତ ତାଲିକା ପ୍ରକାଶ ପାଇଛି। ତାଲିକା ଅନୁଯାୟୀ, ଏପ୍ରିଲ ୨୩ରେ ପବିତ୍ର ଅକ୍ଷୟ ତୃତୀୟା,ସେହିଦିନ ରଥକାଠ ଅନୁକୂଳ କରାଯିବ।

ଏହି ଦିନ ମଧ୍ୟ ପ୍ରସିଦ୍ଧ ଚନ୍ଦନଯାତ୍ରା ଆରମ୍ଭ ହେବ। ସେହିପରି ମେ’୧୨ରେ ଭଉଁରୀ ଯାତ୍ରା ଏବଂ ଜୁନ୍‌ ୪ରେ ସ୍ନାନଯାତ୍ରା ଓ ଗଜାନନ ବେଶ ଅନୁଷ୍ଠିତ ହେବା ନେଇ ନୀତିକାନ୍ତି ସ୍ଥିର ହୋଇଛି।

ad-week
Leave A Reply

Your email address will not be published.