ଉତ୍ତରପ୍ରଦେଶ, ହିମାଚଳରେ ଭୂକମ୍ପ

ଲକ୍ଷ୍ନୌ,୨୧।୧: ଉତ୍ତରପ୍ରଦେଶର ସହାରନପୁରରେ ଭୂକମ୍ପ ଝଟକା। ଶନିବାର ସକାଳ ପ୍ରାୟ ୭.୪୩ ମିନିଟ୍‌ରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୨.୯ ଥିବା ବେଳେ ଏହାର ୧୦ କିଲୋମିଟର ଥିବା ନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ହିମାଚଳ ପ୍ରଦେଶର ଚମ୍ବାରେ ମଧ୍ୟ ସକାଳ ୯.୫୨ରେ ଭୂକମ୍ପ ଅନୁଭୂତ ହୋଇଛି। ତେବେ ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ସୂଚନା ମିଳିଛି।

ad-week
Leave A Reply

Your email address will not be published.