ରାଜ୍ୟରେ ଆନନ୍ଦ ଉଲ୍ଲାସର ସହ ମା’ ବାଗଦେବୀଙ୍କ ପୂଜାର୍ଚ୍ଚନା…

ଆଜି ମାଘମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥିରେ ରାଜ୍ୟରେ ଆନନ୍ଦ ଉଲ୍ଲାସର ସହ ମା’ ବାଗଦେବୀଙ୍କ ପୂଜାର୍ଚ୍ଚନା କରାଯାଉଛି।ବସନ୍ତ ପଞ୍ଚମୀ ତିଥିରେ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀ ଅତି ଭକ୍ତିର ସହ ବିଦ୍ୟାଦାୟିନୀ ମା’ ସରସ୍ୱତୀଙ୍କୁ ପୂଜା କରୁଛନ୍ତି। ଦୁଇବର୍ଷର କରୋନା କଟକଣା ପରେ ମା’ ସରସ୍ବତୀଙ୍କ ପୂଜା ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ପ୍ରକାଶ ପାଇଛି।

ad-week
Leave A Reply

Your email address will not be published.