ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ ପ୍ରଥମ, ସମ୍ବର୍ଦ୍ଧିତ ହେଲେ ବୌଦ୍ଧ ଜିଲ୍ଲାପାଳ…

add-all

ବୌଦ୍ଧ : ବୌଦ୍ଧ ଜିଲ୍ଲା ରାଜ୍ୟରେ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ୨୦୨୩ ରେ ପ୍ରଥମ ସ୍ଥାନ ଅଧିକାର କରିଥିବାରୁ ବୌଦ୍ଧ ଜିଲ୍ଲାକୁ ସମ୍ବର୍ଦ୍ଧିତ କରାଯାଇଥିଲା। ବୌଦ୍ଧ ଜିଲ୍ଲାପାଳ ସତ୍ୟରଂଜନ ସାହୁଙ୍କୁ ତାଙ୍କର ଏହି ଉଲ୍ଲେଖନୀୟ ଅବଦାନ ପାଇଁ ପୁରସ୍କୃତ କରାଯାଇଥିଲା। ବୁଧବାର ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପ ଠାରେ ତ୍ରୟୋଦଶ ଜାତୀୟ ମତଦାତା ଦିବସରେ ବୌଦ୍ଧ ଜିଲ୍ଲାପାଳ ଶ୍ରୀ ସାହୁ ରାଜ୍ୟପାଳ ଗଣେଶୀ ଲାଲଙ୍କ ଠାରୁ ଏହି ପୁରସ୍କାର ଗ୍ରହଣ କରିଥିଲେ।

ad-week
Leave A Reply

Your email address will not be published.