କଂଗ୍ରେସରେ ଯୋଗଦେଲେ ପୂର୍ବତନ ମୁଖ୍ୟ ସଚିବ ବିଜୟ ପଟ୍ଟନାୟକ…

add-all

ଭୁବନେଶ୍ୱର :କଂଗ୍ରେସରେ ଯୋଗଦେଲେ ପୂର୍ବତନ ମୁଖ୍ୟ ସଚିବ ବିଜୟ ପଟ୍ଟନାୟକ । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେଙ୍କ ଉପସ୍ଥିତିରେ ଯୋଗଦେଇଛନ୍ତି ବିଜୟ । ଦିଲ୍ଲୀ ଏଆଇସିସି କାର୍ଯ୍ୟାଳୟରେ ମିଶ୍ରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କଂଗ୍ରେସରେ ଯୋଗ ଦେବା  ପରେ ବିଜୟ କହିଛନ୍ତି ବ୍ୟବସ୍ଥାରେ ପରିବର୍ତ୍ତନ ଦରକାର। ପ୍ରଶାସନ ଲୋକଙ୍କ ପାଖରେ ପହଞ୍ଚିପାରୁନି।  ଏବେ ସାଧାରଣ ଲୋକ କାହା ପାଖକୁ ଯିବେ ଜାଣିପାରୁନାହାନ୍ତି।

୯୭୬ ବ୍ୟାଚ୍‌ର ଆଇଏଏସ ଅଫିସର ବିଜୟ ପଟ୍ଟନାୟକ। ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରି ୨୦୧୩ରେ ଅବସର ନେଇଥିଲେ। ପୂର୍ବରୁ ଜଙ୍ଗଲ ଓ ଜଳସମ୍ପଦ ବିଭାଗ ସଚିବ ଭାବେ କାର୍ଯ୍ୟ କରିଥିଲେ। ମୁ୍‌ଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିିବ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ।

ad-week
Leave A Reply

Your email address will not be published.