ଇଣ୍ଡିଆନ ରାଇସ କଂଗ୍ରେସର ଉଦ୍‌ଘାଟନ କଲେ ରାଷ୍ଟ୍ରପତି

add-all

କଟକ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କଟକରେ ପହଞ୍ଚି ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଦ୍ୱିତୀୟ ଇଣ୍ଡିଆନ ରାଇସ କଂଗ୍ରେସର ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଓ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର, ରାଜ୍ୟ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।

ପ୍ରଥମେ ସକାଳେ ଲିଙ୍ଗରାଜଙ୍କ ଦର୍ଶନ କରିବା ପରେ ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଟକରେ ପହଞ୍ଚିଥିଲେ। ଏହାପରେ ସିଧାସଳଖ ଜାତୀୟ ଧାନ ଗବେଷଣା କେନ୍ଦ୍ରର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

ad-week
Leave A Reply

Your email address will not be published.