ବରିଷ୍ଠ ବିଜେଡି ନେତା ରବି ନନ୍ଦ ଅସୁସ୍ଥ…

add-all

 ଭୁବନେଶ୍ୱର: ପୂର୍ବତନ ଗଣଶିକ୍ଷା ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବି ନାରାୟଣ ନନ୍ଦ ଅସୁସ୍ଥ ହୋଇଛନ୍ତି। ତାଙ୍କୁ ପ୍ରଥମେ ଜୟପୁରସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।

ସେଠାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ପରେ ବିଶାଖାପାଟଣାସ୍ଥିତ ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିବା ବରିଷ୍ଠ ବିଜେଡି ନେତ୍ରୀ ତଥା ରବି ନାରାୟଣ ନନ୍ଦଙ୍କ ପତ୍ନୀ ଡ. ଇନ୍ଦିରା ନନ୍ଦ ସୂଚନା ଦେଇଛନ୍ତି।

ad-week
Leave A Reply

Your email address will not be published.